www.samajalive.in
Sunday, December 14, 2025
15.1 C
Bhubaneswar

ବଜେଟ୍ ୨୦୨୫-୨୬; ଡାକ ବିଭାଗକୁ ଏକ ପ୍ରମୁଖ ଲଜିଷ୍ଟିକ୍ସ ସଙ୍ଗଠନରେ ପରିଣତ କରାଯିବ

ନୂଆଦିଲ୍ଲୀ : ସଂସଦରେ ଶନିବାର ଦେଶର ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି।
ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି, ସରକାର ଭାରତୀୟ ଡାକ ବିଭାଗକୁ ୧.୫ ଲକ୍ଷ ଗ୍ରାମୀଣ ଡାକଘର ସହିତ ଏକ ବୃହତ ଲଜିଷ୍ଟିକ୍ସ ସଂଗଠନରେ ପରିଣତ କରିବାକୁ ଯୋଜନା କରୁଛନ୍ତି। ଭାରତୀୟ ଡାକକୁ ୧.୫ ଲକ୍ଷ ଗ୍ରାମୀଣ ଡାକଘର ସହ ଏକ ବୃହତ ଲଜିଷ୍ଟିକ୍ସ ସଙ୍ଗଠନରେ ପରିଣତ କରାଯିବା।
ଇଣ୍ଡିଆ ପୋଷ୍ଟ ପେମେଣ୍ଟବ୍ୟାଙ୍କ ଦ୍ୱାରା ପରିଚାଳିତ ୧.୫ ଲକ୍ଷ ଗ୍ରାମୀଣ ଡାକଘର ସହିତ ଇଣ୍ଡିଆ ପୋଷ୍ଟ ଏବଂ ଗ୍ରାମୀଣ ଅର୍ଥନୀତି ପାଇଁ ଉତ୍ପ୍ରେରକ ଭାବରେ କାର୍ଯ୍ୟ କରିବା ପାଇଁ ୨.୪ ଲକ୍ଷ ଡାକ ସେବକଙ୍କ ଏକ ବିଶାଳ ନେଟୱାର୍କପୁନଃ ଅବସ୍ଥାପିତ ହେବ ।

ବଜେଟ୍ ୨୦୨୫-୨୬; ଡାଲି, ଖାଇବା ତେଲରେ ଆତ୍ମନିର୍ଭରଶୀଳ ହେବ ଭାରତ

ଫେବୃଆରୀରେ ଅତ୍ୟନ୍ତ ଦୁର୍ଲ୍ଲଭ ତ୍ରିଗ୍ରହୀ ଯୋଗ; ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବେ ଶନିଦେବ, ସବୁ ଚିନ୍ତା ଦୂର ସହ ହେବେ ମାଲାମାଲ୍‌..

- Advertisement -

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories