www.samajalive.in
Saturday, December 13, 2025
27.1 C
Bhubaneswar

ଓଲଟିଲା ଚାଉଳ ବୋଝେଇ ଟ୍ରକ, ଡ୍ରାଇଭର ମୃତ

ପାଟଣାଗଡ଼଼: ରାସ୍ତାରେ ଓଲଟି ପଡ଼ିଲା ଚାଉଳ ବେଝେଇ ଟ୍ରକ। ବେଲପଡ଼ା ଥାନା ଭରୁଆମୁଣ୍ଡା ଛକରେ ଚାଉଳ ବୋଝେଇ ଟ୍ରକଟି ଓଲଟି ପଡ଼ିଥିଲା। ଫଳରେ ଗାଡ଼ିରେ ଥିବା ଡ୍ରାଇଭର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଏବଂ ପୁଲିସ ସମ୍ପୃକ୍ତ ଡ୍ରାଇଭରଙ୍କୁ ଦୁର୍ଘଟଣାସ୍ଥଳରୁ ଉଦ୍ଧାର ପରେ ମେଡ଼ିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରିଥିଲେ। ଗୁରୁତର ଅବସ୍ଥାରେ ଉଦ୍ଧାର ଡ୍ରାଇଭରଙ୍କୁ ମେଡ଼ିକାଲରେ ଡାକ୍ତର ମୃତ ଘୋଷଣା କରିଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories