www.samajalive.in
Saturday, December 13, 2025
27.1 C
Bhubaneswar

ଛତିଶଗଡ଼ରେ ବାର୍ଡ ଫ୍ଲୁ, ୧୭ ହଜାର କୁକୁଡାଙ୍କୁ ହତ୍ୟା

ରାୟପୁର : ଛତିଶଗଡରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି। ଏହା ଜଣାପଡିବା ପରେ ରାଏଗଡ ଜିଲାରେ ଥିବା ଏକ ସରକାରୀ କୁକୁଡା ଫାର୍ମରେ ୫,୦୦୦ କୁକୁଡା ଏବଂ ୧୨୦୦୦ ଚିଆଁକୁ ହତ୍ୟା କରାଯାଇଛି। ଏହାବ୍ୟତୀତ ପ୍ରାୟ ୧୭ ହଜାର ଅଣ୍ଡାକୁ ମଧ୍ୟ ନଷ୍ଟ କରାଯାଇଛି। ସଂକ୍ରମଣ ନ ବ୍ୟାପିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରଭାବିତ ଅଞ୍ଚଳର ୧୦ କିମି ବ୍ୟାସାର୍ଦ୍ଧରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

ସୂଚନାଯୋଗ୍ୟ ଉକ୍ତ ଫାର୍ମରେ କେତେକ କୁକୁଡା ମରିଯିବାରୁ ସେମାନଙ୍କର ନମୁନା ପରୀକ୍ଷା ନିମନ୍ତେ ଭୋପାଳସ୍ଥିତ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହାଇ-ସିକ୍ୟୁରିଟି ଆନିମଲ ଡିଜିଜ୍‌କୁ ପଠାଯାଇଛି। ରାଏଗଡ ଜିଲାପାଳ ଏ ପ୍ରସଙ୍ଗରେ ଜିଲାର ବରିଷ୍ଠ ପଦାଧିକାରୀଙ୍କ ସହ ଆଲୋଚନା କରି ସ୍ଥିତି ସମୀକ୍ଷା କରିଛନ୍ତି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories