www.samajalive.in
Monday, December 15, 2025
14.1 C
Bhubaneswar

ଲୋକଙ୍କ ପାଖରେ ଅଲୋଡ଼ା ହୋଇନି – ପ୍ରଭାତ ତ୍ରିପାଠୀ

ଡେସ୍କ: ବିଜେଡିର ବରିଷ୍ଠ ନେତା ଆଜି ପ୍ରକାରାନ୍ତରେ ବିଜେଡିକୁ ସମାଲୋଚନା କରିଛନ୍ତି। ଆଜି ଏକ ଉତ୍ସବରେ ଅନେକ ଦଳୀୟ ନେତାଙ୍କ ସହ ଏକାଠି ହେବା ପରେ ଶ୍ରୀ ତ୍ରିପାଠୀ କହିଛନ୍ତି, ସେ ବୟସ ଦୃଷ୍ଟିରୁ ବିଜେଡିର ସଦସ୍ୟତା ନବୀକରଣ କରିନାହାନ୍ତି। ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ ସେ ହୁଏତ ଦଳରେ ଅଲୋଡ଼ା ହୋଇପାରନ୍ତି କିନ୍ତୁ ଲୋକମାନଙ୍କ ନିକଟରେ ଅଲୋଡ଼ା ହୋଇନାହାନ୍ତି।

ଗତ ନିର୍ବାଚନରେ ଦଳ ପରାସ୍ତ ହେବା ପରେ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିଲେ ପ୍ରଭାତ। ବିଜେଡିର ସଂଗଠନ ସମ୍ପର୍କିତ ପ୍ରଶ୍ନରେ ଶ୍ରୀ ତ୍ରିପାଠୀ କହିଛନ୍ତି, ବଡ ବଡ ନେତାମାନେ ଦଳର ସଂଗଠନ କଥା ବୁଝୁଛନ୍ତି ଓ ତାଙ୍କୁ ଦଳ ପକ୍ଷରୁ କୌଣସି ଦାୟିତ୍ୱ ମିଳିନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories