www.samajalive.in
Monday, December 15, 2025
16.1 C
Bhubaneswar

ଟ୍ରେନରେ କଟି ବୃଦ୍ଧା ମୃତ

ବାଲେଶ୍ବର: ଟ୍ରେନରେ କଟି ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି । ଗତ ରାତିରେ ଗୋହିରାପଦା ଗ୍ରାମର ବାୟାଣୀ ମହାନ୍ତି (୯୦) ଅପ ଜଗନ୍ନାଥ ଟ୍ରେନ ଯୋଗେ ପରିବାର  ସହିତ ଫେରି ସୋର ଷ୍ଟେସନ ପ୍ଲାଟଫର୍ମରେ ଶୋଇ ପଡିଥିଲେ। ବାୟାଣୀ ନିଦରୁ ଉଠି ଟ୍ରେନ ଲାଇନ କଡେ କଡେ ଇଟୁଆ ଗେଟ ନିକଟକୁ ଚାଲିଯାଇଥିଲା। ସେଠାରେ ଟ୍ରେନ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି ।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories