www.samajalive.in
Sunday, December 14, 2025
23.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଚେସ ପୁରୁଷ ଦଳର ରାଞ୍ଚି ଗସ୍ତ

ଗୋପାଳପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଚେସ ପୁରୁଷ ଦଳ ରାଞ୍ଚି ଗସ୍ତ କରିଛନ୍ତି। ରାଞ୍ଚି ସ୍ଥିତ ସାରଳା ବିରଳା ୟୁନିଭରସିଟି ଠାରେ ଚଳିତ ମାସ ୨ ତାରିଖ ଠାରୁ ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ପୂର୍ବାଞ୍ଚଳ ଅନ୍ତଃବିଶ୍ବବିଦ୍ୟାଳୟ ପ୍ରତିଯୋଗିତା ଭାଗ ନେବେ। ଦଳରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପିଜି ବିଭାଗ ପିନାକୀ ପଣ୍ଡା, ଚିକିଟି ମହାବିଦ୍ୟାଳୟ ଓମ ପ୍ରକାଶ ସାହୁ, ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ କଲେଜ ସୁରଜ କୁମାର ତ୍ରିପାଠୀ, ବ୍ରହ୍ମପୁର ସି. ଟି କଲେଜ ପ୍ରିୟାଂଶୁ ନାରାୟଣ ଜେନା,ଜି. ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟର ସୁମିତ ନାୟକ ରହିଥିବା ବେଳେ ମ୍ୟାନେଜର ଏବଂ କୋଚ ଭାବେ ବ୍ରାହ୍ମଣୀ ଗାଁ ଋଷିମାଳ ମହାବିଦ୍ୟାଳୟର ପିଇଟି ରବି ନାରାୟଣ ପାଢ଼ୀ ଦଳରେ ଗସ୍ତ କରିଛନ୍ତି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories