www.samajalive.in
Sunday, December 7, 2025
14.1 C
Bhubaneswar

ମହୁମାଛି ଆକ୍ରମଣରେ ୨୦ ଆହତ

ଭବାନୀପାଟଣା : ଭବାନୀପାଟଣାରେ ମହୁମାଛି ଆତଙ୍କ।  ସ୍ଥାନୀୟ ହାଇଟେକ ପବ୍ଲିକ ସ୍କୁଲରେ ମହୁମାଛି ଆକ୍ରମଣରେ ବହୁ ଛାତ୍ରଛାତ୍ରୀ ଆହତ ହେଇଥିବା ଜଣାପଡିଛି। ଗତକାଲି ସରସ୍ଵତୀ ପୂଜା ଉପଲକ୍ଷେ ଛାତ୍ରଛାତ୍ରୀ ମାନେ ସ୍କୁଲକୁ ଆସିଥିଲେ। କୌଣସି କାରଣରୁ ସ୍କୁଲ୍ କୋଠା ଉପରେ ଥିବା ମହୁଫେଣା ରୁ ମହୁମାଛି ଉଡ଼ି ପିଲା ଙ୍କୁ ଆକ୍ରମଣ କରିଥିଲା। ତୁରନ୍ତ ପିଲାମାନଙ୍କୁ ଏସଆରଏମ ଭେଷଜ ମହାବିଦ୍ୟାଳୟ ଅନ୍ତର୍ଗତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କୁ ଇଞ୍ଜେକସନ ଦିଆଯାଇଥିଲା। ଅନ୍ୟମାନଙ୍କୁ ଆଶୁ ଚିକିତ୍ସା ବିଭାଗରେ ପ୍ରାଥମିକ ଚିକିତ୍ସାପରେ ଛାଡି ଦିଆଯାଇ ଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories