www.samajalive.in
Saturday, December 13, 2025
21.1 C
Bhubaneswar

ନାବାଳିକା ଉପରେ ଚଢ଼ିଗଲା ମୋ ବସ

ଭୁବନେଶ୍ୱର: ନନ୍ଦନକାନନ ଥାନା ରଘୁନାଥପୁରରେ ମୋ ବସ ଦୁର୍ଘଟଣା ଘଟାଇଥିବା ସୂଚନା ମିଳିଛି। ମୋ ବସ ଧକ୍କାରେ ଜଣେ ୧୨ ବର୍ଷୀୟ ଝିଅର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଝିଅଟି ସାଇକଲରେ ଯାଉଥିବାବେଳେ ତାକୁ ମୋ ବସ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଯାଇଥିଲା।

ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ୩ଟି ମୋ ବସକୁ ସ୍ଥାନୀୟ ଲୋକେ ଅଟକ ରଖିଥିବା ସୂଚନା ମିଳିଛି। ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରାଯାଇଛି। ରାସ୍ତା ଅବରୋଧ କରାଯିବା ଦ୍ୱାରା ବହୁ ଯାନବାହନ ଅଟକି ରହିଥିବା ସୂଚନା ମିଳିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories