www.samajalive.in
Sunday, December 14, 2025
26.1 C
Bhubaneswar

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଡିଭିଏଫ୍‌ ଯବାନ ସହିଦ

ରାୟଗଡ଼ା: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଜଣେ ଡିଭିଏଫ୍‌ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନଙ୍କ ନାମ ହେଲା ସଞ୍ଜୟ ମାଝୀ । ତାଙ୍କ ଘର ରାୟଗଡ଼ା ଜିଲ୍ଲା ଆମ୍ବଦଳାରେ ବୋଲି ଏସ୍‌ପି ସୂଚନା ଦେଇଛନ୍ତି । ଗତକାଲି ମୁନିଗୁଡା ବ୍ଳକ୍ ନିୟମଗିରି ଅଞ୍ଚଳରେ କମ୍ବିଂ ଅପରେସନ ଚାଲିଥିବା ବେ​‌ଳେ ଲ୍ୟାଣ୍ଡମାଇନ୍‌ ଉପରେ ଯବାନ ସଞ୍ଜୟ ମାଝୀଙ୍କ ପାଦ ପଡି ବିସ୍ଫୋରଣରେ ଘଟିଥିଲା। ଏଥିରେ ଯବାନ ସଞ୍ଜୟ ଗୁରୁତର ହୋଇଥିଲେ । ତାଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଯବାନଙ୍କ ମୃତ୍ୟୁ ପରେ ସମ୍ପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନ ଜୋରଦାର କରାଯାଇଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories