www.samajalive.in
Sunday, December 14, 2025
15.1 C
Bhubaneswar

ମୋ ବସ୍‌ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ; ୨ ଲକ୍ଷ କ୍ଷତିପୂରଣ

ଭୁବନେଶ୍ୱର : ନନ୍ଦନକାନନ ଥାନା ରଘୁନାଥପୁରରେ ମଙ୍ଗଳବାର ମୋ ବସ୍‌ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ ଘଟଣାରେ କ୍ରୁଟ୍‌ ପକ୍ଷରୁ କ୍ଷତିପୂରଣ ଦିଆଯାଇଛି। କ୍ରୁଟ୍‌ ପକ୍ଷରୁ ୨ ଲକ୍ଷ କ୍ଷତିପୂରଣ ପରେ ରାସ୍ତାରୋକ ହଟିଛି। ଚାଳକଙ୍କ ଭୁଲ୍‌ ପାଇଁ ଦୁର୍ଘଟଣା ଘଟିଥିବା ନେଇ କର୍ତ୍ତୃପକ୍ଷ ସ୍ୱୀକାର କରିଛନ୍ତି।
ସୂଚନା ଯୋଗ୍ୟ, ରଘୁନାଥପୁରରେ ମୋ ବସ ଧକ୍କାରେ ଜଣେ ୧୨ ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ହୋଇଛି। ଝିଅଟି ସାଇକଲରେ ଯାଉଥିବାବେଳେ ମୋ ବସ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଥିଲା।ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୩ଟି ମୋ ବସକୁ ସ୍ଥାନୀୟ ଲୋକେ ଅଟକ ରଖିବା ସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଅବରୋଧ କରାଯିବା ଦ୍ୱାରା ବହୁ ଯାନବାହନ ଅଟକି ରହିଥିଲା।

ଭୋଜି ନିଅଣ୍ଟ ହେଲା ବୋଲି ବରପକ୍ଷ ଭାଙ୍ଗିଲେ ବିବାହ, ପୁଲିସ କଲା ଏମିତି..

ଅଙ୍ଗନବାଡିରେ ମିଳିବ ବିରିୟାନୀ, ଚିକେନ୍‌ ଫ୍ରାଏ! ଦେଖନ୍ତୁ ଭିଡିଓ

- Advertisement -

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories