www.samajalive.in
Saturday, December 6, 2025
19.1 C
Bhubaneswar

ବେଆଇନ ପ୍ରବାସୀ ଭାରତୀୟଙ୍କୁ ଦେଶରୁ ବିତାଡ଼ିତ କରିବା ଆରମ୍ଭ କଲା ଆମେରିକା

ଓ୍ବାଶିଂଟନ: ଅବୈଧ ପ୍ରବାସୀମାନଙ୍କୁ ସେମାନଙ୍କ ଦେଶକୁ ପଠାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକାରୁ ବହୁ ସଂଖ୍ୟକ ବେଆଇନ ପ୍ରବାସୀଙ୍କୁ ବିତାଡ଼ିତ କରାଯାଉଛି। ସୂଚନା ମୁତାବକ, ବର୍ତ୍ତମାନ ବେଆଇନ ଭାବେ ବାସ କରୁଥିବା ଭାରତୀୟମାନଙ୍କୁ ମଧ୍ୟ ଦେଶରୁ ବିତାଡ଼ିତ କରିବା ଆରମ୍ଭ କରିଛି ଆମେରିକା। ରିପୋର୍ଟ ଅନୁଯାୟୀ, ଆମେରିକା ସେନାର ଏକ ସି-୧୭ ବିମାନ ବେଆଇନ ପ୍ରବାସୀ ଭାରତୀୟଙ୍କୁ ଧରି ଭାରତ ଅଭିମୁଖେ ଉଡ଼ାଣ ଭରି ସାରିଛି। ଏପର୍ଯ୍ୟନ୍ତ ଦକ୍ଷିଣ ଆମେରିକୀୟ ଦେଶରୁ ବେଆଇନ ପ୍ରବାସୀଙ୍କୁ ଦେଶରୁ ବିତାଡ଼ିତ କରାଯାଉଥିଲା, କିନ୍ତୁ ଏବେ ବେଆଇନ ପ୍ରବାସୀ ଭାରତୀୟଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଆମେରିକା ପ୍ରାୟ ୧୮, ୦୦୦ ପ୍ରବାସୀ ଭାରତୀୟଙ୍କୁ ଚିହ୍ନଟ କରିଛି, ଯେଉଁମାନେ ବେଆଇନ ଭାବେ ଆମେରିକାରେ ଅଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories