www.samajalive.in
Sunday, December 7, 2025
23.1 C
Bhubaneswar

୫୬ ଟନ୍ ଧାନ ଜବତ, ଜଣେ ଗିରଫ

ଯାଜପୁର : ଯାଜପୁର ଛତିଆର ଏକ ରାଇସ ମିଲରୁ ୫୬ ଟନ୍ ଧାନ ଜବତ ହୋଇଛି । ଏହି ମାମଲାରେ ପୁଲିସ ଜଣଙ୍କୁ ଗିରଫ କରିଛି । ଫେକ୍ ରେଜିଷ୍ଟ୍ରେସନ ନମ୍ବର ଦେଇ ମଣ୍ଡିରୁ ଧାନ ଉଠାଇ ନେଇଥିବା ପୁଲିସ ସନ୍ଦେହ କରୁଛି । ଅଭିଯୁକ୍ତ ବିରିଡି ମଣ୍ଡିରୁ ୧ ଟ୍ରକ ଧାନ ଓ ତିର୍ତ୍ତୋଲରୁ ୧ ଟ୍ରକ ଧାନ ନେଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories