www.samajalive.in
Sunday, December 14, 2025
26.1 C
Bhubaneswar

ସରସ୍ୱତୀ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିଲେ; କୁଆଖାଇରେ ବୁଡି ୨ ଛାତ୍ର ମୃତ

ଭୁବନେଶ୍ୱର : କୁଆଖାଇ ନଦୀରେ ବୁଡି ବୁଧବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଉଭୟଙ୍କ ବୟସ ୧୫ ବର୍ଷ ବୟସ ହେବ । ବାଲିଅନ୍ତା ଥାନା ରଙ୍ଗବଜାରରେ ଟ୍ୟୁସନ ସାର୍‌ଙ୍କ ସହ ସରସ୍ୱତୀ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ୨ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂର୍ଯ୍ୟ ଓ ମଙ୍ଗଳ ଏକାଠି ଯୋଗୁଁ ହେବ ଶକ୍ତିଶାଳୀ ଷଡାଷ୍ଟକ ଯୋଗ ; ଏହି ରାଶି ହେବେ ମାଲାମାଲ୍‌, ଦୂର ହେବ ସବୁ ଚିନ୍ତା..

ତ୍ୱଚାର ସୌନ୍ଦର୍ଯ୍ୟ କିଛି ବର୍ଷ ପରେ କମ୍‌ ହୋଇଯିବ; ଜାଣନ୍ତୁ କାହିଁକି ଐଶ୍ୱର୍ଯ୍ୟାଙ୍କ ବିଷୟରେ ଏମିତି କହିଲେ ଅମିତାଭ..

- Advertisement -

ସାବଧାନ୍‌ ; ହ୍ୱାଟ୍ସଆପ୍‌ରେ ଏହି ଭୁଲ୍‌ କଲେ ଯିବେ ଜେଲ୍‌!

 

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories