www.samajalive.in
Friday, December 5, 2025
26.1 C
Bhubaneswar

ସରସ୍ଵତୀ ପୂଜା ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୫ ଆହତ

ଯାଜପୁର: ଯାଜପୁର ସଦର ଥାନା ଆଦମପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ସରସ୍ଵତୀ ପୂଜା ଭସାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରି ଯାଜପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଭସାଣି ଉତ୍ସବ ଚାଲିଥିବାବେଳେ କୌଣସି କଥାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ଆରମ୍ଭ ହୋଇଥିଲା। ଉଭୟ ପକ୍ଷ ମଧ୍ୟ​‌ରେ ମାରପିଟ୍ ଯୋଗୁଁ ଦୁଇ ଗୋଷ୍ଠୀ ୫ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ପରେ ସ୍ଥାନୀୟ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories