www.samajalive.in
Sunday, December 14, 2025
14.1 C
Bhubaneswar

ହୁ ହୁ ହୋଇ ବଢି ଚାଲିଛି ସୁନା ଦର; ଅଳ୍ପ ଦିନରେ ଦାମ୍‌ ଛୁଇଁବ ୯୦!

ନୂଆଦିଲ୍ଲୀ : ହୁ ହୁ ହୋଇ ବଢି ଚାଲିଛି ସୁନା ଦାମ୍‌ । ଏବେ ସୁନା କିଣିବା ଲୋକଙ୍କ ପାଇଁ ମୁଣ୍ଡ ବିନ୍ଧାର ଏକ କାରଣ ପାଲଟିଛି । ଗତ କିଛି ଦିନ ମଧ୍ୟରେ ଦର ପ୍ରାୟ ହଜାର ହଜାର ଟଙ୍କା ବୃଦ୍ଧି ପାଇଛି ।

୨୨ କ୍ୟାରେଟ୍‌ ସୁନା ଦାମ୍‌ ଗୁରୁବାର ଅର୍ଥାତ୍‌ ୬ ଫେବୃଆରୀରେ ୭୯,୩୦୦ ଟଙ୍କା ୧୦ ଗ୍ରାମ୍‌କୁ ରହିଛି । ଗତକାଲି ଏହା ୭୯,୦୫୦ ଟଙ୍କା ଥିଲା ।

- Advertisement -

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୬,୫୧୦ ଟଙ୍କା ରହିଛି । ଗତକାଲି ଏହା ୮୬,୨୪୦ ଟଙ୍କା ଥିଲା ।

ସେହିପରି ୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୬୪,୮୮୦ ଟଙ୍କା । ଗତକାଲି ଏହା ୬୪,୬୮୦ ଟଙ୍କା ଥିଲା ।

୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୭୦୦ ରହିଛି ।

ଫେବୃଆରୀରେ ୪ ଗ୍ରହଙ୍କ ଚଳନ ପାଇଁ ଦୁର୍ଲ୍ଲଭ ରାଜଯୋଗ; ଏହି ରାଶି ହେବେ ଭାଗ୍ୟବାନ୍‌, ଚାକିରି ଠାରୁ ଆରମ୍ଭ କରି ସବୁ ଇଚ୍ଛା ହେବ ପୂରଣ..

Hot this week

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

Related Articles

Popular Categories