www.samajalive.in
Wednesday, December 10, 2025
26.1 C
Bhubaneswar

ଆୟୁଷମାନ ଆୟୁଷ ଏନଜିଓ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର : ଖଣ୍ଡଗିରି ସ୍ଥିତ ଓଜିଏସ୍‍-ମାର୍ଟ ଠାରେ ଆୟୁଷମାନ ଆୟୁଷ ନାମକ ଏନଜିଓ ଦ୍ୱାରା ଏକ ବିଶାଳ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଏହି ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା ଯୋଗ ଦେଇଥିଲେ। ଏହି ରକ୍ତଦାନ ଶିବିରରେ ୪୦ ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇ ଥିବା ଆୟୁଷମାନ ଆୟୁଷର ପ୍ରତିଷ୍ଠାତା ଶୁଭଶ୍ରୀ ଭାପତି କହିଛନ୍ତି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories