www.samajalive.in
Sunday, December 14, 2025
15.1 C
Bhubaneswar

ଘର ଘର ବୁଲି ପ୍ରଧାନମନ୍ତ୍ରୀ ଆବାସ ସର୍ଭେ

ରାଇକିଆ: ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ବାସଗୃହ ନିର୍ମାଣ ପାଇଁ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଛି। କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକର ୧୨ ଗୋଟି ପଞ୍ଚାୟତରେ ନୂତନ ମାର୍ଗଦର୍ଶିକା ଅନୁଯାୟୀ ଘର ଘର ବୁଲି ବାଦ୍ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଚିହ୍ନଟ କରାଯାଇ ସର୍ଭେ ତାଲିକାରେ ଅନ୍ତର୍ଭୁକ୍ତ କରାଯାଉଛି । ବ୍ଲକରେ ସମୁଦାୟ ୨୩ ଜଣ ଏହି କାର୍ଯ୍ୟରେ ନିୟୋଜିତ ଅଛନ୍ତି। ପ୍ରଥମ ଥର ପାଇଁ ହିତାଧିକାରୀ ନିଜେ ମୋବାଇଲ୍ ଆପ୍ଲିକେସନ୍ ମାଧ୍ୟମରେ ନିଜର ସର୍ଭେ କରିବା ବ୍ୟବସ୍ଥା ରହିଥିବା ବେଳେ ପ୍ରଶାସନ ତରଫରୁ ମଧ୍ୟ ସ୍ୱତନ୍ତ୍ର ଟିମ ଏହି ଆବାସ ସର୍ଭେରେ ପକ୍କା ଘର ନଥିବା ଲୋକଙ୍କୁ ଭେଟି ଆବେଦନ ତାଲିକା ଭୁକ୍ତ କରାଉଛନ୍ତି । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବାକୁ ଥିବା ବେଳେ ବର୍ତମାନ ସୁଦ୍ଧା ୧୨୮୫ ପରିବାରଙ୍କୁ ଭେଟି ସର୍ଭେ କରାଯାଇଛି । ପ୍ରତ୍ୟେକ ଯୋଗ୍ୟ ପରିବାର ଯେପରି ବାଦ୍ ନ ପଡନ୍ତି ତାକୁ ଦୃଷ୍ଟିରେ ରଖି ଗାଁ ଗାଁ ବୁଲି ସମ୍ପୂର୍ଣ୍ଣ ରିପୋର୍ଟ ପ୍ରସ୍ତୁତ କରାଯାଉଥିବା ରାଇକିଆ ବ୍ଲକ୍ ରୁରାଲ ହାଉସିଂ ବିପିଏମ କମଲ ନାୟକ କହିଛନ୍ତି।

ଜୀବନରେ ଏସବୁ ସମସ୍ୟା ସହ ଏହି ସଙ୍କେତ ମିଳିଲେ ଜାଣନ୍ତୁ ରାହୁଙ୍କର ରହିଛି ଅଶୁଭ ପ୍ରଭାବ; ଏମିତି ଚୁଟ୍‌କିରେ କରନ୍ତୁ ସମାଧାନ…

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories