www.samajalive.in
Monday, December 8, 2025
24.1 C
Bhubaneswar

‘ଅଣଛାତ୍ର କଲେଜରେ ପଶି ବିଶୃଙ୍ଖଳା କଲେ ହେବ କାର୍ଯ୍ୟାନୁଷ୍ଠାନ’

ପାରାଦୀପ: ପାରାଦୀପ କଲେଜର ସୁବର୍ଣ୍ଣ ଜୟନ୍ତୀ ଅବସରରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି ଯେ ଅଣଛାତ୍ର କଲେଜରେ ପଶି ବିଶୃଙ୍ଖଳା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନଙ୍କ ଅବସ୍ଥା ହିନ୍ଦୀ ଚଳଚ୍ଚିତ୍ର ‘ସତ୍ୟା’ର ଭିକୁ ମାତ୍ରେ ଭଳି କରିଦିଆଯିବ। ପାରାଦୀପ କଲେଜରେ ଛାତ୍ର ଥିବା ସମୟରେ ଅଣଛାତ୍ରଙ୍କ ଉପଦ୍ରବ କଥା ପ୍ରକାଶ କରିବା ସହିତ ଆଗକୁ ଛାତ୍ର ସଂସଦ ନିର୍ବାଚନ କରାଯିବାକୁ ଥିବାରୁ ଅଣଛାତ୍ରଙ୍କ ପ୍ରତି ସଚେତନ ରହିବାକୁ ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପରାମର୍ଶ ଦେଇଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories