www.samajalive.in
Sunday, December 14, 2025
26.1 C
Bhubaneswar

ଚାହିଦା ଭିତ୍ତିକ ଦକ୍ଷତା ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର

ଡେସ୍କ: ସ୍କିଲ୍ ଇଣ୍ଡିଆ କାର୍ଯ୍ୟକ୍ରମ ପାଇଁ କେନ୍ଦ୍ର ସରକାର ୨୦୨୨-୨୩ରୁ ୨୦୨୫-୨୬ ମଧ୍ୟରେ ୮ ହଜାର ୮୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଚାହିଦା ଭିତ୍ତିକ ଦକ୍ଷତା ବିକାଶ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି ଏବଂ ସମନ୍ୱୟ ଏବଂ ଗୁଣାତ୍ମକ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ।

ଶ୍ରୀ ବୈଷ୍ଣବ କହିଛନ୍ତି ଯେ ଜାତୀୟ ସଫେଇ କର୍ମଚାରୀ ଆୟୋଗର କାର୍ଯ୍ୟକାଳ ୨୦୨୮ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ସରକାର ଅନୁମୋଦନ କରିଛନ୍ତି। ମନ୍ତ୍ରୀ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ ଦକ୍ଷିଣତଟ ରେଳବାଇ ଜୋନକୁ କାର୍ଯ୍ୟକାଳୀନ ଅନୁମୋଦନ ଦିଆଯାଇଛି ଯାହା ରେଳ ଚଳାଚଳରେ ଦକ୍ଷତା ଆଣିବ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories