www.samajalive.in
Tuesday, December 9, 2025
16.1 C
Bhubaneswar

୩୬ ଆସନରେ ବିଜେପି ଆଗୁଆ, ୨୨ରେ ଆପ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୩୬ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ ଆଦମୀ ପାର୍ଟି(ଆପ୍‌) ୨୨ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ମାତ୍ର ୪ଟି ଆସନରେ ଆଗୁଆ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories