www.samajalive.in
Sunday, December 7, 2025
23.1 C
Bhubaneswar

କେଜ୍ରିୱାଲ, ଆତିଶୀ, ସିସୋଦିଆ ପଛୁଆ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଥିବାବେଳେ ପ୍ରାରମ୍ଭିକ ପର୍ଯ୍ୟାୟରେ ଆମ ଆଦମୀ ପାର୍ଟି ତଥା ଆପ୍‌ର ବହୁ ବଡ଼ ବଡ଼ ନେତା ପଛରେ ରହିଛନ୍ତି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ମୁଖ୍ୟମନ୍ତ୍ରୀ ଆତିଶୀ ଏବଂ ପୂର୍ବତନ ମନ୍ତ୍ରୀ ମନୀଷ ସିସୋଦିଆ ନିଜ ନିଜ ଆସନରେ ପଛରେ ଅଛନ୍ତି। କେଜ୍ରିୱାଲ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ବିଜେପିର ପରଭେଶ ବର୍ମାଙ୍କଠାରୁ ପଛରେ ଥିବାବେଳେ କାଲକାଜି ଆସନରେ ଆତିଶୀ  ବିଜେପିର ରମେଶ ବିଧୁରିଙ୍କଠାରୁ ପଛରେ ଅଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories