www.samajalive.in
Saturday, December 6, 2025
19.1 C
Bhubaneswar

୫୦ ଛୁଇଁଲା ବିଜେପି, ୧୯ ଆସନରେ ଆପ୍‌ ଆଗୁଆ, କଂଗ୍ରେସ ମୂଳପୋଛ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୫୦ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ୍‌ ଆଦମୀ ପାର୍ଟି(ଆପ୍‌) ୧୯ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ମାତ୍ର ୧ଟି ଆସନରେ ଆଗୁଆ ରହିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories