www.samajalive.in
Monday, December 8, 2025
24.1 C
Bhubaneswar

ବିଜେପି ୪୫ ଆସନରେ ଆଗୁଆ, ୨୫ରେ ଆପ୍‌

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୪୫ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ୍‌ ଆଦମୀ ପାର୍ଟି(ଆପ୍‌) ୨୫ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ସମସ୍ତ ୭୦ ଆସନରେ ପଛୁଆ ରହିଛି। ଗତ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ହୋଇଥିଲା। ବିଭିନ୍ନ ଦଳରୁ ୬୯୯ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories