www.samajalive.in
Sunday, December 14, 2025
19.1 C
Bhubaneswar

୨ ନାବାଳିକାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ

ମାଲକାନଗିରି: ନିଖୋଜ ୨ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି। କାଲିମେଳା ଥାନା ଏମଭି ୪୧ ଗାଁ ନିକଟ ଜଙ୍ଗଲରୁ ଏହି ୨ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳୁ ଏକ ଗଛରୁ ଦୁହିଁଙ୍କ ମୃତଦେହ ଉଦ୍ଧାର ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିବାବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି। ମୃତକ ଦ୍ୱୟ ଏମଭି ୭୨ ପ୍ରାଥମିକ ନୋଡାଲ ବିଦ୍ୟାଳୟ ଛାତ୍ରୀ ବୋଲି ସୂଚନା ମିଳିଛି।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories