www.samajalive.in
Saturday, December 13, 2025
27.1 C
Bhubaneswar

ଫେବୃଆରୀ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଡେସ୍କ: ଜନସାଧାରଣଙ୍କ ଅଭିଯୋଗ ଓ ସମସ୍ୟାର ଶୁଣାଣି ତଥା ସମାଧାନ ପାଇଁ ଉତ୍ସର୍ଗୀକୃତ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଆସନ୍ତା ଫେବୃଆରୀ ୧୦ ତାରିଖ (ସୋମବାର) ଦିନ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ମିଳିଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories