www.samajalive.in
Saturday, December 6, 2025
19.1 C
Bhubaneswar

ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଭାରତୀୟ କ୍ରିକେଟର

ପୁରୀ : ଭାରତୀୟ କ୍ରିକେଟ ଦଳର ୩ଜଣ ଖେଳାଳି ଶନିବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ବରୁଣ ଚକ୍ରବର୍ତ୍ତୀ, ୱାଶିଂଟନ ସୁନ୍ଦର ଓ ଅକ୍ଷର ପଟେଲ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀକ୍ଷେତ୍ରରେ ପହଞ୍ଚିବା ପରେ ସେମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇ ଶ୍ରୀମନ୍ଦିରକୁ ନିଆଯାଇଥିଲା। ସିଂହଦ୍ବାର ଗୁମୁଟ ନିକଟରେ ପତିତପାବନଙ୍କୁ ଦର୍ଶନ କରି ବାଇଶି ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ପରେ ବେଢ଼ା ପରିଦର୍ଶନ କରି ଭିତର କାଠ ମଧ୍ୟରେ ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଥିଲେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories