www.samajalive.in
Tuesday, December 9, 2025
17.1 C
Bhubaneswar

୩ ଦିନ ହେଲାଣି ଗାଁରେ ପଶି ଉତ୍ପାତ କରୁଛି ଆହତ ଦନ୍ତା

ଅନୁଗୁଳ: ୩ ଦିନ ହେଲାଣି ଏକ ଆହତ ଦନ୍ତା ହାତୀ ଗାଁରେ ପଶି ଉତ୍ପାତ କରୁଛି। ଆହତ ଦନ୍ତା ହାତୀର ଡାହାଣ ଗୋଡ଼ରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଆହତ ଦନ୍ତାକୁ ଧରିବା ପରେ ଚିକିତ୍ସା କରିବାକୁ ବନବିଭାଗ ଉଦ୍ୟମ ଜାରି ରଖିଛି। ବନ୍ତଳା ବନାଞ୍ଚଳ ଏବଂ ମାଣପୁରରେ ହାତୀ ଉପଦ୍ରବ ଚଳାଇଥିବା ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories