www.samajalive.in
Monday, December 8, 2025
27.1 C
Bhubaneswar

ଚାକିରି ଦେବାକୁ ଡାକି ଆଣି ହତ୍ୟା!, ପୁଲିସ ତଦନ୍ତ ଆରମ୍ଭ

ଅନୁଗୁଳ: ଚାକିରି ଦେବାକୁ କହି ଡାକି ଆଣି ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଛେଣ୍ଡିପଦା ବ୍ଲକ ନିଶା ଶିଳ୍ପାଞ୍ଚଳ ଥାନା କଙ୍କରେଇ ନାଳରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସମ୍ବଲପୁର କତରାବଗା ଥାନା ଅଞ୍ଚଳର ଲୋକନାଥ ମେହେର ବୋଲି ଜଣାପଡ଼ିଛି। ୯୦ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଲୋକନାଥ ମେହେର ୪ ଦିନ ତଳୁ ନିଖୋଜ ଥିବା ପରିବାର ଲୋକେ କତରାବଗା ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories