www.samajalive.in
Wednesday, December 10, 2025
16.1 C
Bhubaneswar

ବ୍ୟାଙ୍କରେ ନିଆଁ : ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ସନ୍ଦେହ

ଜଗତସିଂହପୁର: ବ୍ୟାଙ୍କରେ ଲାଗିଲା ନିଆଁ। ଆଜି ସକାଳେ ଜଗତସିଂହପୁର ଦୁର୍ଗା ବଜାର ନିକଟରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ ଘଟିଛି। ହଠାତ୍ ବ୍ୟାଙ୍କ ଭିତରୁ ଧୂଆଁ ବାହାରୁଥିବା ଦେଖି କିଛି ସ୍ଥାନୀୟ ଲୋକ ଅଗ୍ନିଶମବାହିନୀଙ୍କୁ ଖବର ଦେଇଥିଲେ। ପରେ ପୁଲିସ୍ ଏବଂ ଅଗ୍ନିଶମବାହିନୀ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। କିନ୍ତୁ ବିଦ୍ୟୁତ୍ ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories