www.samajalive.in
Wednesday, December 10, 2025
16.1 C
Bhubaneswar

କବିତ୍ରା ଉଚ୍ଚପ୍ରାଥମିକ ବିଦ୍ୟାଳୟ ଛାତ୍ରୀଙ୍କ କୃତିତ୍ୱ

କେନ୍ଦୁଝରଗଡ଼: ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କବିତ୍ରାର ଛାତ୍ରୀ ସୋନାକ୍ଷୀ ମହାନ୍ତ ଚଳିତ ଶିକ୍ଷାବର୍ଷର ତୃତୀୟ ଶ୍ରେଣୀ ମେଧାବୃତ୍ତି ପରୀକ୍ଷାରେ ସର୍ବୋଚ୍ଚ ସ୍ଥାନ ହାସଲ କରି ବୃତ୍ତି ପାଇଁ ଯୋଗ୍ୟ ବିବେଚିତ ହେବାସହ ବିଦ୍ୟାଳୟକୁ ଗୌରାବାନ୍ୱିତ କରିଛନ୍ତି। ଏହି ଅବସରରେ ଶନିବାର ବିଦ୍ୟାଳୟ ପକ୍ଷରୁ ସୋନାକ୍ଷୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସମ୍ବର୍ଦ୍ଧନା ଉତ୍ସବରେ ଛାତ୍ରୀ ସୋନାକ୍ଷୀଙ୍କୁ ଶିକ୍ଷକମଣ୍ଡଳୀ ଏବଂ ଅଭିଭାବକଙ୍କ ତରଫରୁ ଅଭିନନ୍ଦନ ଜ୍ଞାପନ ସହ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories