www.samajalive.in
Thursday, December 11, 2025
16.1 C
Bhubaneswar

ଦାଦନ ଖଟିବାକୁ ଯାଇ ତାମିଲନାଡୁରେ ବାପା-ପୁଅଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଦାଦନ ଖଟିବାକୁ ଯାଇ ତାମିଲନାଡୁରେ ପ୍ରାଣ ହରାଇଛନ୍ତି ବାପା ଓ ପୁଅ। ମୃତକ ଦ୍ବୟ ହେଲେ ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଡଙ୍ଗରପଡ଼ା ଗ୍ରାମର। ସେମାନେ ତାମିଲନାଡୁର ଧରମପୁର ଅଞ୍ଚଳରେ ଥିବା ଏକ କୁକୁଡ଼ା ଫାର୍ମରେ କାମ କରୁଥିଲେ। ତେବେ ସେମାନଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories