www.samajalive.in
Saturday, December 13, 2025
26.1 C
Bhubaneswar

ମହାକୁମ୍ଭ ମେଳା ପରିଦର୍ଶନ ଓ ସଙ୍ଗମରେ ସ୍ନାନ କରିବେ ରାଷ୍ଟ୍ରପତି ମୁର୍ମୁ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର (ଫେବୃଆରୀ ୧୦ ତାରିଖ) ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭ ମେଳା ପରିଦର୍ଶନ କରି ସଙ୍ଗମରେ ସ୍ନାନ କରିବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପୌଷ ପୂର୍ଣ୍ଣିମା (ଜାନୁଆରୀ ୧୩)ରୁ ଆରମ୍ଭ ହୋଇଥିବା ବିଶ୍ୱର ସର୍ବବୃହତ ଆଧ୍ୟାତ୍ମିକ ଓ ସାଂସ୍କୃତିକ ସମାବେଶ ମହାକୁମ୍ଭ ସାରା ବିଶ୍ୱରୁ ଶ୍ରଦ୍ଧାଳୁଙ୍କୁ ଆକୃଷ୍ଟ କରିଥାଏ। ଏହା ଫେବ୍ରୁଆରି ୨୬ ମହାଶିବରାତ୍ରୀ ପର୍ଯ୍ୟନ୍ତ ଚାଲିବ।

ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ, ପ୍ରୟାଗରାଜ ଗସ୍ତ ସମୟରେ ରାଷ୍ଟ୍ରପତି ପବିତ୍ର ସ୍ନାନ କରି ସଙ୍ଗମରେ ପୂଜାର୍ଚ୍ଚନା କରିବେ, ଅକ୍ଷୟବଟ ଓ ହନୁମାନ ମନ୍ଦିରରେ ପୂଜା ଓ ଦର୍ଶନ କରିବେ ଏବଂ ଡିଜିଟାଲ କୁମ୍ଭ ଅନୁଭବ କେନ୍ଦ୍ର ପରିଦର୍ଶନ କରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories