www.samajalive.in
Monday, December 15, 2025
16.1 C
Bhubaneswar

କରଞ୍ଜିଆରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ସାଂସଦଙ୍କ ଦାବିପତ୍ର

ପାଟଣା: କେନ୍ଦୁଝର ଲୋକସଭା ଆସନ ଅଞ୍ଚଳ ଅନ୍ତର୍ଗତ ମୟୂରଭଞ୍ଜ ଜିଲାର କରଞ୍ଜିଆଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ କେନ୍ଦୁଝର ସାଂସଦ ଅନନ୍ତ ନାୟକ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାବିପତ୍ର ଦେଇଛନ୍ତି। ଆଜି ନୂଆଦିଲ୍ଲୀଠାରେ ସାଂସଦ ନାୟକ କେନ୍ଦ୍ରମନ୍ତ୍ରୀ  ପ୍ରଧାନଙ୍କୁ ଭେଟି ଏ ସଂକ୍ରାନ୍ତରେ ଏକ ଦାବିପତ୍ର ଦେଇଥିଲେ। କରଞ୍ଜିଆ ଭଳି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରାଗଲେ ଅଞ୍ଚଳବାସୀଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବା ସହ ଶିକ୍ଷା କ୍ଷେତ୍ରରେ ଅଞ୍ଚଳ ଆଉପାଦେ ଆଗକୁ ଯିବ ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories