www.samajalive.in
Saturday, December 6, 2025
14.1 C
Bhubaneswar

ଖଣ୍ଡାରେ ବିଜେପି କର୍ମୀଙ୍କୁ ଆକ୍ରମଣ ଘଟଣା: ଥାନାରେ ଦୁଇ ବିଜେଡି ନେତା ଅଟକ

ଗୋପାଳପୁର : ଖଣ୍ଡାରେ ବିଜେପି କର୍ମୀ ଙ୍କୁ ଆକ୍ରମଣ ଘଟଣା। ଗତ ଶୁକ୍ରବାର ସନ୍ଧ୍ୟାରେ ଖଣ୍ଡା ଆକ୍ରମଣରେ ୩ ବିଜେପି କର୍ମୀଙ୍କ ସମେତ ଦୁଇ ବ୍ୟବସାୟୀ ଆହତ ହୋଇଥିଲେ। ପୁଲିସ୍ ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।  ଅଭିଯୋଗ ଆଧାରରେ ପୁଲିସ ୨ ସ୍ଥାନୀୟ ବିଜେଡି ନେତାଙ୍କୁ ଗୋଳନ୍ଥରା ଥାନା ରେ ଅଟକ ରଖି ପଚରାଉଚରା କରୁଛି । ଅନ୍ୟ ପଟେ ପୁଲିସ ପକ୍ଷରୁ ଚାପରେ ପଡି ଦୁଇ ବିଜେଡି ନେତାଙ୍କୁ ଅଟକ ନେଇ ବ୍ରହ୍ମପୁର ର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ରାଜେଶ୍ବରୀ ଦୋରା, ବ୍ରହ୍ମପୁର ମହାନଗର ଡେପୁଟି ମେୟର ବିବେକ ରେଡ୍ଡୀ, ଜିଲ୍ଲା ପରିଷଦ ସଭ୍ୟ ଦିପକ ସାମନ୍ତ, ରଙ୍ଗେଇଲୁଣ୍ଡା ବ୍ଲକ ବିଜେଡି ସଭାପତି ଅଜିତ ଦାସ  ,ଏସ ଧର୍ମରାଜ ରେଡ୍ଡୀ ପ୍ରମୁଖ ନେତା ବ୍ରହ୍ମପୁର ଏସପିଙ୍କୁ ଭେଟି ଆଲୋଚନା କରିବା ସହ ସତ୍ୟାସତ୍ୟ ଯାଞ୍ଚ କରି ପଦକ୍ଷେପ ନେବାକୁ ଦାବି ଜଣାଇଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories