www.samajalive.in
Monday, December 15, 2025
17.1 C
Bhubaneswar

ଭିଜିଲାନ୍ସ ଜାଲରେ ତହସିଲଦାର, ୭ ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର:ଆଜି ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ରେମୁଣାସ୍ଥିତ ଅଫିସ ଚାମ୍ବର ସମେତ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ୩ଟି ଏବଂ ବାଲେଶ୍ୱରରେ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories