www.samajalive.in
Wednesday, December 10, 2025
26.1 C
Bhubaneswar

ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିଯୁକ୍ତ

ଡେସ୍କ: ଅଖିଳ ଭାରତୀୟ କଂଗ୍ରେସ କମିଟି ସଭାପତି ମଲ୍ଲିକାର୍ଜୁନ ଖଡଗେ ତୁରନ୍ତ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭାବେ ନିଯୁକ୍ତ କରିଛନ୍ତି। ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ଆଜି (ଫେବ୍ରୁଆରି ୧୧)ରେ ଏ ସଂକ୍ରାନ୍ତରେ ଏକ ପ୍ରେସ୍ ବିବୃତି ଜାରି କରିଛନ୍ତି। ଶ୍ରୀ ଦାସ ବିହାର, ମଣିପୁର ଓ ମିଜୋରାମ ପାଇଁ ଏଆଇସିସିର ପୂର୍ବତନ ପ୍ରଭାରୀ ଥିଲେ। କଂଗ୍ରେସ କାର୍ଯ୍ୟକାରିଣୀ କମିଟିର ସଦସ୍ୟ, ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ରହିଥିବା ଶ୍ରୀ ଦାସ ୪ ଥର ସାଂସଦ ଓ ବିଧାୟକ ହୋଇଛନ୍ତି।

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories