www.samajalive.in
Monday, December 15, 2025
27.1 C
Bhubaneswar

ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୪ ଅଭିଯୁକ୍ତ ଗିରଫ

ଡେସ୍କ: କୋରାପୁଟ ଜିଲ୍ଲାରେ ଜଣେ ୧୪ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ୪ ଜଣ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଶନିବାର ରାତିରେ ନାବାଳିକା ଜଣକ ତାଙ୍କ ସାଙ୍ଗମାନଙ୍କ ସହ ଯାତ୍ରା ଦେଖିବାକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ସେ ଶୌଚ ପାଇଁ ବାହାରକୁ ଆସିଥିବା ବେଳେ ୪ ଜଣ ଅଭିଯୁକ୍ତ ତାଙ୍କୁ ଅପହରଣ କରି ନିକଟସ୍ଥ ପାହାଡ଼କୁ ନେଇ ଦୁଷ୍କର୍ମ କରିଥିବା ଜଣେ ପୁଲିସ ଅଧିକାରୀ କହିଛନ୍ତି।

ନାବାଳିକାଙ୍କ ପିତାଙ୍କ କହିବା ଅନୁଯାୟୀ, ଅଭିଯୁକ୍ତ ମାନେ ଫେରାର ହୋଇଯାଇଥିଲେ ଏବଂ ଝିଅ ଘରକୁ ଫେରି ଦୁଷ୍କର୍ମ ବିଷୟରେ ଜଣାଇଥିଲେ। ଏନେଇ ତାଙ୍କ ପରିବାର ଲୋକେ ସୋମବାର ଲକ୍ଷ୍ମୀପୁର ଥାନାରେ ଏତଲା ଦେବା ପରେ ପଡ଼ୋଶୀ ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଅଞ୍ଚଳରୁ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପିଡୀତଙ୍କ ଡାକ୍ତରୀ ମାଇନା କରାଯାଇଛି।

- Advertisement -

କୋରାପୁଟ ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମାଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାର ତଦନ୍ତ କରୁଛନ୍ତି।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories