www.samajalive.in
Monday, December 8, 2025
24.1 C
Bhubaneswar

ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ ଯୁକ୍ତ ଦୁଇ ପ୍ରଶ୍ନପତ୍ର

ଭୁବନେଶ୍ବର : ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖ ଠାରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ +୨ ଥିଓରୀ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ପଠାଯିବ ପ୍ରଶ୍ନପତ୍ର। ସୂଚନା ଅନୁଯାୟୀ, ରାଜ୍ୟରେ ଥିବା ମୋଟ ୨୦୫ଟି ହବରେ ପ୍ରଶ୍ନପତ୍ର ରଖାଯିବ। ପରୀକ୍ଷା ଦିନ ହବ୍‌ରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ। ଅନ୍ୟପକ୍ଷରେ ଚଳିତ ବର୍ଷ ପରିଷଦ କାର୍ଯ୍ୟାଳୟରେ ୫ ଶହ ଶିକ୍ଷାନୁଷ୍ଠାନର ସିଧା ପ୍ରସାରଣ ସିସିଟିଭି ମାଧ୍ୟମରେ ପରିଷଦ କାର୍ଯ୍ୟାଳୟରେ ଯାଞ୍ଚ କରାଯିବ। ଏଥିପାଇଁ ୪ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତ କରାଯିବ। ଅନ୍ୟପକ୍ଷରେ ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ଫଳ ଘୋଷଣା କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories