www.samajalive.in
Friday, December 5, 2025
17.1 C
Bhubaneswar

ବିଏସପିରେ ମିଶିଲେ କୃଷ୍ଣଚଦ୍ର ସଗରିଆ

ଭୁବନେଶ୍ୱର : ରବିବାର ଭୁବନେଶ୍ୱରରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବହୁଜନ ସମାଜ ପାର୍ଟିରେ (ବିଏସପି) ରେ କୃଷ୍ଣଚଦ୍ର ସଗରିଆ ସାମିଲ ହୋଇଛନ୍ତି। ମିଶ୍ରଣ ପର୍ବରେ ବିଏସପିର ରାଜ୍ୟ ପ୍ରଭାରୀ ଧରମବୀର ସିଂହ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ, କିଛି ଦିନ ପୂର୍ବରୁ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯାଇଥିଲା। ଦଳରୁ ବହିଷ୍କୃତ ପୂର୍ବରୁ ସେ କୁନ୍ଦୁଲି ଗଣଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନରେ ବିଫଳ ହୋଇଥିବା ଦର୍ଶାଇ ବିଧାୟକ ପଦ ଛାଡ଼ିଥିଲେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories