www.samajalive.in
Monday, December 8, 2025
14.1 C
Bhubaneswar

ସ୍ତ୍ରୀକୁ ଲୁହା ରଡ୍ ମାରିବା ସମୟରେ ଅନ୍ୟ ଜଣେ ମୃତ

ଝାରସୁଗୁଡ଼ା : ସ୍ତ୍ରୀକୁ ଲୁହା ରଡ ମାରିବା ସମୟରେ ଅନ୍ୟଜଣେ ମହିଳାଙ୍କ  ଦେହରେ ବାଜିବାରୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ସଦର ଥାନା ଜମେରା ଗାଁ ନିକଟ ଜଙ୍ଗଲରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।  ସ୍ତ୍ରୀ ସହ କାଠ ଆଣିବାକୁ ଯାଇଥିବାବେଳେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ବ୍ୟକ୍ତିଜଣକ ରାଗିଯାଇ ତାଙ୍କ ସ୍ତ୍ରୀଙ୍କ ଉପରକୁ ହାତରେ ଥିବା ଏକ ଲୁହା ରଡ୍ ଫିଙ୍ଗିଥିଲେ । କିନ୍ତୁ ଏହି ସମୟରେ ରଡଟି ଘଟଣାସ୍ଥଳରେ ଥିବା ଅନ୍ୟ ଜଣ ମହିଳାଙ୍କ ଦେହରେ ବାଜିଥିଲା । ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories