www.samajalive.in
Tuesday, December 9, 2025
17.1 C
Bhubaneswar

ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ

ଭୁବନେଶ୍ଵର: ବିଧାନସଭା ବଜେଟ୍‌ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପତି ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ମନମୋହନ ସିଂହଙ୍କ ସମେତ ରାଜ୍ୟର ଦିବଙ୍ଗତ ବିଧାୟକ ଓ ମନ୍ତ୍ରୀମାନଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହାପୂର୍ବରୁ ବିଧାନସଭା ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories