www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟସଭାରେ ଓ୍ବାକଫ ବିଲ୍‌ ଉପରେ ଜେପିସି ରିପୋର୍ଟ ଉପସ୍ଥାପିତ, ୨ଟା ଯାଏଁ ଗୃହ ମୁଲତବୀ

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଅଧିବେଶନର ପ୍ରଥମ ପର୍ଯ୍ୟାୟର ଗୁରୁବାର ହେଉଛି ଶେଷ କାର୍ଯ୍ୟଦିବସ। ରାଜ୍ୟସଭାରେ ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ଅନୁମତି ପରେ ଓ୍ବାକଫ୍‌ ସଂଶୋଧନ ବିଧେୟକ ଉପରେ ପ୍ରସ୍ତୁତ ଯୁଗ୍ମ ସଂସଦୀୟ କମିଟି(ଜେପିସି)ର ରିପୋର୍ଟ ଉପସ୍ଥାପନ କରାଯାଇଛି। ରିପୋର୍ଟ ଉପସ୍ଥାପନ ପରେ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା, ଯେଉଁଥିପାଇଁ ଗୃହ କାର୍ଯ୍ୟକୁ ସାମୟିକ ଭାବେ ସ୍ଥଗିତ ରଖିବାକୁ ପଡ଼ିଛି। ଅନ୍ୟପଟେ ଲୋକସଭାରେ ମଧ୍ୟ ବିରୋଧୀଙ୍କ ହଙ୍ଗାମା କାରଣରୁ ବାଚସ୍ପତି ଓମ୍‌ ବିର୍ଲା ଗୃହ କାର୍ଯ୍ୟ ଦିନ ୨ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories