www.samajalive.in
Saturday, December 13, 2025
26.1 C
Bhubaneswar

ଦଳାଇଲାମା ଏବଂ ସମ୍ବିତ ପାତ୍ରଙ୍କୁ ‘ଜେଡ’ ସୁରକ୍ଷା

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ତିବ୍ଦତୀୟ ଧର୍ମଗୁରୁ ଦଳାଇଲାମା ଏବଂ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କୁ ‘ଜେଡ’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଉଭୟଙ୍କୁ ‘ଜେଡ’ ଶ୍ରେଣୀ ସିଆରପିଏଫ ସୁରକ୍ଷା ପ୍ରଦାନ କରିଛନ୍ତି। ପୁରୀ ସାଂସଦ ସମ୍ବିତ ପାତ୍ର ଏବେ ମଣିପୁର ପ୍ରଭାରୀ ଦାୟିତ୍ୱରେ ଅଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories