www.samajalive.in
Tuesday, December 9, 2025
19.1 C
Bhubaneswar

ସାଧୁବେଶରେ ଠକେଇ, ୫ ଗିରଫ

ଝାରସୁଗୁଡ଼ା: ହିନ୍ଦୁ ସାଧୁବେଶରେ ଆସି ଠକେଇ କରିଥିବା ଅଭିଯୋଗରେ ପୁଲିସ ୫ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଅଭିଯୁକ୍ତମାନେ ଅନ୍ୟ ଧର୍ମର ହୋଇଥିଲେ ବି ହିନ୍ଦୁ ସାଧୁବେଶରେ ଲୋକଙ୍କୁ ଠକୁଥିଲେ। ଏହି ଗ୍ୟାଙ୍ଗର ସବୁ ସଦସ୍ୟ ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡର ହୋଇଥିବା ଜଣାପଡ଼ିଛି। ଏହି ଗ୍ୟାଙ୍ଗ ସହ ଆଉ କେତେ ଅଛନ୍ତି ଖୋଜା ଚାଲିଛି ବୋଲି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ପ୍ରକାଶ କରିଛନ୍ତି।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories