www.samajalive.in
Thursday, December 11, 2025
26.1 C
Bhubaneswar

ଯୋଗୀ ଆଦିତ୍ୟନାଥଙ୍କ ହେଲିକପ୍ଟରକୁ ଅବତରଣ ପାଇଁ ଅନୁମତି ଦେଲାନି ପଶ୍ଚିମବଙ୍ଗ ସରକାର

କୋଲକାତା..- ପଶ୍ଚିମବଙ୍ଗରେ ରାଜନୈତିକ ଅସହିଷ୍ଣୁତା ବୃଦ୍ଧି ପାଇବାରେ ଲାଗିଛି ।  ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କର ପଶ୍ଚିମବଙ୍ଗର ବାଲୁରଘାଟରେ ଏକ ରାଲିକୁ ସମ୍ବୋଧିତ କରିବାର ଥିଲା । ମାତ୍ର ପଶ୍ଚିମବଙ୍ଗ ସରକାର ତାଙ୍କର ହେଲିକାପ୍ଟରକୁ ସେଠାରେ ଅବତରଣ ପାଇଁ ଅନୁମତି ଦେଇ ନ ଥିଲା । କୌଣସି ପୂର୍ବ ସୂଚନା ବିନା ତାଙ୍କର ହେଲିକାପ୍ଟର ଅବତରଣ  ନକରିବା  ନିର୍ଦେଶ ଦିଆଯାଇଥିଲା ।

ଏହା ପୂର୍ବରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ହେଲିକାପ୍ଟରକୁ ମାଲଦାର ଏକ ରାଲିରେ ଅବତରଣ କରିବା ପାଇଁ ଅନୁମତି ଦିଆଯାଇ ନ ଥିଲା ।

Hot this week

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟଟ୍ଟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

Related Articles

Popular Categories