www.samajalive.in
Monday, December 8, 2025
14.1 C
Bhubaneswar

୬କିମି ମିନି ମାରାଥାନରେ ପୋଲମା ବିଦ୍ୟାଳୟର ଛାତ୍ରୀ ପ୍ରଥମ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପୋଲମା ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ୬କିମି ମିନି ମାରାଥାନରେ ପ୍ରଥମ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଫେବୃୟାରୀ ମାସ ୧୪ତାରିଖରେ ପୁଲବାମା ସହିଦ ଦିବସ ଅବସରରେ ଜେକେ ଫିଟିନେସ ହପ ପକ୍ଷରୁ ମିନି ମାରାଥାନ ପ୍ରତିଯୋଗିତା କରାଯାଇଥିଲା। ଜେକେ ପୁର ଠାରୁ ସିଲଟିଗୁଡା ପର୍ଯ୍ୟନ୍ତ ୬କିମି ଦୂରତା ପର୍ଯ୍ୟନ୍ତ ମିନି ମାରାଥାନ କରଯାଇଥିଲା। ସେଥିରେ ପଲମା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ଲଳିତା ତିଆକା  (ପ୍ରଥମ) ଓ ମୌସୁମୀ ମାଝୀ (ତୃତୀୟ) ସ୍ଥାନ ଅଧିକାର କରିଥିବାରୁ ଅତିଥୀଙ୍କ ଦ୍ୱାରା ପ୍ରମାଣପତ୍ର ସହ ପୁରସ୍କାର ଦେଇ ସମ୍ମାନିତ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories