www.samajalive.in
Saturday, December 6, 2025
16.1 C
Bhubaneswar

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର

ପୁରୀ: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ  କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଚାଲୁ ରହିଛି। ଶେଷ ହେବା ପରେ ଗଣତି ମଣତି କାର୍ଯ୍ୟ କରାଯିବ। ଶେଷ ଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଗଣତି ମଣତି ହୋଇଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories