www.samajalive.in
Sunday, December 14, 2025
23.1 C
Bhubaneswar

୩୩ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଳ ସମ୍ପଦ କର୍ମଚାରୀ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ପିପିଲି ଥାନା ଅନ୍ତର୍ଗତ ହରିପୁର ନିକଟ ଚିତ୍ତଳପୁରଠାରେ ୩୩ କେଭି ବିଦ୍ୟୁତ ସଂସ୍ପର୍ଶରେ ଆଜି ଜଳସମ୍ପଦ ବିଭାଗର ଜଣେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଉକ୍ତ କର୍ମଚାରୀଙ୍କ ନାଁ ହେଉଛି ରବି ନାରାୟଣ। ସେ ନିମାପଡ଼ା ଜଳସମ୍ପଦ ସେକ୍ସନର କର୍ମଚାରୀ ବୋଲି ସୂଚନା ମିଳିଛି। ଚିତ୍ତଳପୁରଠାରେ ନଦୀବନ୍ଧ ଲେବୁଲ ମାପଚୁପ ସମୟରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ଫଳରେ ତାଙ୍କ ଶରୀରର କିଛି ଅଂଶ ଜଳିଯାଇଥିବା ବେଳେ ସେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ପାଇଁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ନିଆଯାଇଥିବା ଜଣାପଡ଼ିଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories