www.samajalive.in
Monday, December 8, 2025
13.1 C
Bhubaneswar

ନିଆଁ ଲାଗି ଜଳିଗଲା ୪ ପରିବାରର ୭ ବଖରା ଚାଳଘର

ବାସୁଦେବପୁର: ବାଲେଶ୍ଵର ଜିଲ୍ଲା ବାସୁଦେବପୁର ବାଲିମେଦ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୪ ପରିବାରର ୭ ବଖରା ଚାଳଘର ଜଳି ପୋଡି ପାଉଁଶ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। କିନ୍ତୁ ସର୍ଟ ସର୍କିଟ୍‌ ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।ଖବର ପାଇଁ ଅଗ୍ନିଶମବାହିନୀ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories