www.samajalive.in
Thursday, December 11, 2025
16.1 C
Bhubaneswar

ରାଜଧାନୀରେ ଆପାର୍ଟମେଣ୍ଟ ଲୁଟେରାକୁ ଏନ୍‌କାଉଣ୍ଟର

ଭୁବନେଶ୍ଵର: ରାଜଧାନୀ ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର। ଆପାର୍ଟମେଣ୍ଟ ଲୁଟେରା ଅର୍ଜୁନ୍ ଅନାରେକୁ ଏନକାଉଣ୍ଟର ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ଅର୍ଜୁନ୍ ଲୁଟ୍ ଉଦ୍ୟମ କରୁଥିବାବେଳେ ପୁଲିସ୍ ଏନକାଉଣ୍ଟରର ଶିକାର ହୋଇଛି। ଅର୍ଜୁନର ବାମ ପଟ ଆଣ୍ଠୁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅର୍ଜୁନ୍ ମଧ୍ୟପ୍ରଦେଶରୁ ଆସି ରାଜଧାନୀରେ ଦୀର୍ଘ ଦିନ ହେବ ଲୁଟପାଟ୍ କରୁଥିଲା। ଅର୍ଜୁନ୍ ସହ ଡକାୟତି ଗ୍ୟାଙ୍ଗ୍‌ରେ ମୋଟ୍ ୫ ଜଣ ଥିଲେ। ପୁଲିସ୍ ଏନକାଉଣ୍ଟର ସମୟରେ ଅନ୍ୟ ୪ ସଦସ୍ୟ ଫେରାର୍ ହୋଇଯାଇଛନ୍ତି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories